ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମୂଳା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।
ପୂ,ଷାଢା- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ଉ,ଷାଢା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩