• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Jan 2024: ଏହି ରାଶିର ବ୍ୟକ୍ତି କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୪ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୮ମୀ ରାତ୍ରି ୧୦.୦୫ ଗତେ ୯ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 04 Jan 2024

ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।

ଶତଭିଷା- କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀ କୃପା ପ୍ରାପ୍ତି ହେବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି।

ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :