• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Jan 2024: ଏହି ରାଶିର ବ୍ୟକ୍ତି କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୪ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୮ମୀ ରାତ୍ରି ୧୦.୦୫ ଗତେ ୯ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 04 Jan 2024

ଉ,ଷାଢା- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ

ଶ୍ରବଣା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ।

ଧନିଷ୍ଠା- ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍ ଦେବାକୁ ପଡିବାର ଆଶଙ୍କା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :