ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ବୁଧବାର । ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୩ଶୀ ରାତ୍ରି ୧୨.୦୧ ଗତେ ୧୪ଶୀ ,ଘାତ ଚନ୍ଦ୍ର- ବିଛା (ଅହୋରାତ୍ର),ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।
ଚିତ୍ରା – ଶାରୀରିକ କ୍ଲେଶ ଦୂର ହେବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । କର୍ମ କ୍ଷେତ୍ରରେ ନୈରାଶ୍ୟ ଦୂରେଇଯିବ ଓ ପ୍ରତିଷ୍ଠା ଲାଭ କରିବେ ।
ସ୍ୱାତୀ – ବ୍ୟବସାୟରେ ଉପସ୍ଥିତି ବୁଦ୍ଧି ଓ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାର୍ଯ୍ୟ କରିପାରେ । ବିଦ୍ୟାର୍ଥୀ ପଢାରେ ମାନେ ଆଂଶିକ ଫଳ ପାଇବେ ।
ବିଶାଖା – ନିର୍ଦ୍ଧିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହୋଇପାରେ
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬