ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞ୍ଚୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ମଘା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାନସିକ ଚାପରୁ ଦୂରେଇ ରୁହନ୍ତୁ ।
ପୂ,ଫାଲଗୁନି- ପରିବାରରେ କୌଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତ୍ତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ହୋଇପାରେ।
ଉ,ଫାଲଗୁନି- ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ।
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧