ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞ୍ଚୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ମୂଳା- ବହୁ ଦିନରୁ ଲାଗି ରହିଥିବା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ଆକସ୍ମିକ ଧନ ଲାଭ ହୋଇପାରେ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।
ପୂ,ଷାଢା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ।
ଉ,ଷାଢା- କୋର୍ଟର ସହୟତା ପାଇବେ । ରାଜନୀତିରେ ଲୋକପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩