• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Taurus

ବୃଷ

Tuesday 04 Jul 2023

କୃତିକା - ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ ।

ରୋହିଣୀ - ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ । ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ ।

ମୃଗଶିରା - ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :