• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Pisces

ମୀନ

Tuesday 04 Jul 2023

ପୂ, ଭାଦ୍ରପଦ - ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ । ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। 

ଉ, ଭାଦ୍ରପଦ - ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ।

ରେବତୀ - କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :