• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Sagittarius

ଧନୁ

Tuesday 04 Jul 2023

ମୂଳା - ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ମନକୁ ଅସ୍ଥିର କରିବ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ।

ପୂ, ଷାଢା - ନିଜ ଲୋକଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି । କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ। 

ଉ,  ଷାଢା - କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :