• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Gemini

ମିଥୁନ

Tuesday 04 Jul 2023

ମୃଗଶିରା - କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ । ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।

ଆଦ୍ରା - ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ ।

ପୁନର୍ବସୁ - ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ । ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :