• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Cancer

କର୍କଟ

Tuesday 04 Jul 2023

ପୁନର୍ବସୁ - ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ । ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବେ ।

ପୁଷ୍ୟା - ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। ସକାଳୁଆ ଯାତ୍ରାରେ ଯେଉଁଥି ସକାଶେ ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ।

ଅଶ୍ଳେଷା - ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । 

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :