• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Virgo

କନ୍ୟା

Tuesday 04 Jul 2023

ଉ- ଫାଲ୍‌ଗୁନୀ - ନିଜ ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ । ଆଦୌ ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାରେ ପଡ଼ିବେ । କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।

ହସ୍ତା - ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । କିଛି ସାହାଯ୍ୟ ମାଧ୍ୟମରେ ଅନ୍ୟ ମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ।

ଚିତ୍ରା - ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ । ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ  ।

ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :