• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Libra

ତୁଳା

Tuesday 04 Jul 2023

ଚିତ୍ରା - ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।

ସ୍ୱାତୀ - ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ଅଧିକ ବଢ଼ିଯାଇପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ ।

ବିଶାଖା - ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ । ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :