• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Scorpio

ବିଛା

Tuesday 04 Jul 2023

ବିଶାଖା - ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।

ଅନୁରାଧା - ମାନସିକ ସ୍ଥିତି ଠିକ୍ ରହିବ। କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ ।

ଜ୍ୟୋଷ୍ଠା - କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :