• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Capricorn

ମକର

Tuesday 04 Jul 2023

ଉ, ଷାଢା - ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସହାୟ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ।

ଶ୍ରବଣା - ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।

ଧନିଷ୍ଠା - ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :