• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Aquarius

କୁମ୍ଭ

Tuesday 04 Jul 2023

ଧନିଷ୍ଠା - କଠିନ ଶ୍ରମ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।

ଶତଭିଷା- ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ । କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର‌୍ୟ୍ୟ ବାଧାପ୍ରାପ୍ତ ହୋଇପାରେ । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ।

ପୂ,  ଭାଦ୍ରପଦ - ବିଶେଷ ଭ୍ରମଣ ସ୍ୱାସ୍ଥ୍ୟ ହାନିର କାରଣ ହୋଇପାରେ । ହାତକୁ ନେଇଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :