ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି
କୃତିକା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ
ରୋହିଣୀ- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ମୃଗଶିରା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬