• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Thursday 04 Jul 2024

ପୂ,ଭାଦ୍ରପଦ- ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ

ଉ,ଭାଦ୍ରପଦ- ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ

ରେବତୀ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :