• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Thursday 04 Jul 2024

ପୁନର୍ବସୁ- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି

ପୁଷ୍ୟା- ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ

ଅଶ୍ଲେଷା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :