• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 04 Jul 2024

ମଘା-ବ୍ୟବସାୟରେ ଆଶାନୁରୂପ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନୀତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ 

ପୂ,ଫାଲଗୁନି- ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ନୂତନ ବାହନଆଦି କ୍ରୟ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।

ଉ,ଫାଲଗୁନି- ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ପଡୋଶୀ ଏବଂ କୁଟୁମ୍ବ ସହ ଲାଗିଥିବା କଳହର ସମାଧାନ ହୋଇଯିବ ।

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :