• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Thursday 04 Jul 2024

ଉ,ଫଳଗୁନି- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ ।

ହସ୍ତା- ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ଚିତ୍ରା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :