• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Thursday 04 Jul 2024

ବିଶାଖା- ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।

ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।

ଜ୍ୟେଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :