• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ଗୁରୁବାର,ଚନ୍ଦ୍ର- ବୃଷ ଦିବା ୦୩.୫୮ ଗତେ ମିଥୁନ,ତିଥି- ୧୩ଶୀ ପ୍ରାତଃ ୦୫.୫୪ ଗତେ ୧୪ଶୀ ନିଶାନ୍ତ ୦୪.୫୮ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୫୮ ଗତେ କନ୍ୟା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 04 Jul 2024

ଉ,ଷାଢା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ

ଧନିଷ୍ଠା- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ ।

ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :