• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 04 Mar 2024

ଅଶ୍ୱନୀ- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ଆକସ୍ମିକ ଭାବରେ ଆତ୍ମୀୟ ମାନଙ୍କ ନିକଟରୁ ସହେଯାଗ, ସୁଖ ସମ୍ମାନ ପାଇ ଖୁସି ହେବେ ।

ଦ୍ୱିଜା- ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଅନ୍ୟ ମାନଙ୍କୁ ମିଠା କଥାକହି କାମ ହାସଲ କରିବେ ।

କୃତିକା- ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :