• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 04 Mar 2024

କୃତିକା- ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ ଭାବରେ ସମ୍ପନ୍ନ ହେବ ।

ରୋହିଣୀ- କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।

ମୃଗଶିରା- ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ । ଅର୍ଥ ସମ୍ବନ୍ଧୀତ କ୍ଷେତ୍ରରେ  ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :