• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 04 Mar 2024

ଧନିଷ୍ଠା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ନିକଟରୁ ଦୂରେଇ ରହିବା ଭଲ ହେବ ।

ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।

ପୂ,ଭାଦ୍ରପଦ- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଅସମର୍ଥିତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । 

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :