• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 04 Mar 2024

ପୂ,ଭାଦ୍ରପଦ- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।

ଉ,ଭାଦ୍ରପଦ- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ ।

ରେବତୀ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । 

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।