• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 04 Mar 2024

ମୃଗଶିରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ, ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଭିନ୍ନ ଦିଗରୁ ରୋଜଗାର ବଢିବା ସହ ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ ।

ପୁନର୍ବସୁ- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ  ନଷ୍ଟ କିମ୍ବା ଧନହାନି ଘଟିପାରେ ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :