• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 04 Mar 2024

ପୁନର୍ବସୁ- ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।

ପୁଷ୍ୟା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି । କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ ।

ଅଶ୍ଲେଷା- ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ପ୍ରକାଶନ, ଚୁକ୍ତିପତ୍ର, ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :