• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 04 Mar 2024

ମଘା- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ ।

ପୂ,ଫାଲଗୁନି- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ । ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।

ଉ,ଫାଲଗୁନି- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ। ସଭାସମିତିରେ ରୋକ୍‌ଠୋକ୍ କଥା ପାଇଁ ସମାଲୋଚିତ ହୋଇପାରନ୍ତି ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :