• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 04 Mar 2024

ଉ,ଫଳଗୁନି- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦେଇପାରେ ।

ହସ୍ତା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ।

ଚିତ୍ରା- ପଢା ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :