• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 04 Mar 2024

ଚିତ୍ରା- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।

ସ୍ୱାତୀ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଅଫିସ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥା ଭୁଲିଯାଇପାରନ୍ତି ।

ବିଶାଖା- ଆମଦାନି ବଢାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ।

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :