• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 04 Mar 2024

ମୂଳା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ସାମୟିକ ସ୍ୱାସ୍ଥ୍ୟ ହାନି ଯୋଗୁ ମନ ଅଶାନ୍ତ ରହିପାରେ । 

ପୂ,ଷାଢା- ସାମାଜିକ ପ୍ରତିଷ୍ଠା ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ ।

ଉ,ଷାଢା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :