• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Mar 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ...

ସୈାର କୁମ୍ଭମାସ  ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୪ ତାରିଖ ସୋମବାର। ଚନ୍ଦ୍ର- ବିଛା ଦିବା ୦୪.୨୦ ଗତେ ଧନୁ, ତିଥି- ୮ମୀ ଦିବା ୦୮.୪୯ ଗତେ ୯ମୀ, ଘାତଚନ୍ଦ୍ର- ଦିବା ୦୪.୨୦ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 04 Mar 2024

ଉ,ଷାଢା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ ।

ଶ୍ରବଣା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ଧନିଷ୍ଠା- ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :