• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Taurus

ବୃଷ

Tuesday 04 Mar 2025

କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ରୋହିଣୀ- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି  ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।