• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Aquarius

କୁମ୍ଭ

Tuesday 04 Mar 2025

ଧନିଷ୍ଠା- ଭଲ ନିତ୍ୟକର୍ମ ଏବଂ ସୁସ୍ଥ ଖାଦ୍ୟ ଖାଇବା ଅଭ୍ୟାସ ବଜାୟ ରଖିବାକୁ ପଡିବ । ବ୍ୟବସାୟରେ ସଫଳତା ପାଇବେ ଏବଂ କମ୍ ଅସୁବିଧା ଅନୁଭବ କରିବେ । କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ ।
ଶତଭିଷା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜୀବନ ସାଥି ଦୁହେଁ ପରସ୍ପର ପାଇଁ ସମୟ ବାହାର କରିବେ । ଯେକୌଣସି ପ୍ରକାରର ସମ୍ପତ୍ତି କ୍ରୟ କରିବା ଠାରୁ ଦୂରେଇ ରହିବ ।
ପୂ,  ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ ।
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।