• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Pisces

ମୀନ

Tuesday 04 Mar 2025

ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ ।  ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ । 
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ ।
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।