କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।
ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।