କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।
ଚିତ୍ରା- ଆପଣଙ୍କର ପ୍ରତିଯୋଗୀମାନେ ଟିକେ ଶକ୍ତିଶାଳୀ ହେବେ ଯାହା ଆପଣଙ୍କ ଉପରେ ମାନସିକ ଚାପ ସୃଷ୍ଟି କରିବ । କୌଣସି ଜିନିଷକୁ ସନ୍ତୁଳିତ ନ କରିପାରି ଯାହା ଦ୍ୱାରା ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଚାକିରୀ ପାଇବା କାରଣରୁ ଆପଣ ବହୁତ ଖୁସି ରହିବେ ।
ସ୍ୱାତୀ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଜୀବନସାଥୀ ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ବିଶାଖା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।