• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Scorpio

ବିଛା

Tuesday 04 Mar 2025

ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।

ପ୍ରତିକାର – ମା’ ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।