• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Sagittarius

ଧନୁ

Tuesday 04 Mar 2025

ମୂଳା- ଆପଣଙ୍କ ସ୍ୱାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବିଦେଶୀ ବ୍ୟବସାୟ ମଧ୍ୟ ବୃଦ୍ଧି ପାଇପାରେ ।
ପୂ, ଷାଢା- ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହୋଇଯିବ, ଭାତୃ ସଂପର୍କରେ ଉନ୍ନତି ଘଟିବ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ଉ,  ଷାଢା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।