• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।

Capricorn

ମକର

Tuesday 04 Mar 2025

ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ  ।
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୫ମୀ ଦିବା ୦୩.୧୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ ।