• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Aries

ମେଷ

Thursday 04 May 2023

ଅଶ୍ୱନୀ- ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

ଦ୍ୱିଜା ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର, କଥାବାର୍ତ୍ତାରେ ଆୟତ୍ତ ନରଖିଲେ ଅସୁବିଧାରେ ପଡିପାରନ୍ତି ।

କୃତିକା- ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିର୍ତ୍ତନ ହେବ ।

ପ୍ରତିକାର- ମା’ ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :