• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Taurus

ବୃଷ

Thursday 04 May 2023

କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ମୃଗଶିରା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :