• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Aquarius

କୁମ୍ଭ

Thursday 04 May 2023

ଧନିଷ୍ଠା- ଆପଣଙ୍କ କାମରେ ଜୀବନ ସାଥି ପ୍ରସନ୍ନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।

ଶତଭିଷା- ଅଫିସ୍‌ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ ।

ପୂ, ଭାଦ୍ରପଦ- ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜ ଲୋକମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :