• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Pisces

ମୀନ

Thursday 04 May 2023

ପୂ, ଭାଦ୍ରପଦ- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନକହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଉ, ଭାଦ୍ରପଦ- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।

ରେବତୀ- ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :