• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Gemini

ମିଥୁନ

Thursday 04 May 2023

ମୃଗଶିରା- ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ଆଦ୍ରା- କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ ।

ପୁନର୍ବସୁ- ଦଳୀୟ କର୍ମୀମାନେ ସାଙ୍ଗଠନିକ କାର୍ଯ୍ୟରେ ଯୋଗଦେବେ । ମହିଳାମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :