• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Leo

ସିଂହ

Thursday 04 May 2023

ମଘା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ପୂ- ଫାଲ୍‌ଗୁନୀ - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ- ଫାଲ୍‌ଗୁନୀ- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳାମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :