• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Virgo

କନ୍ୟା

Thursday 04 May 2023

ଉ- ଫାଲ୍‌ଗୁନୀ- ଦେହପୀଡାକୁ ଉପେକ୍ଷା ନକରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ହସ୍ତା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ ।

ଚିତ୍ରା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତଶ୍ରୁତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :