• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Libra

ତୁଳା

Thursday 04 May 2023

ଚିତ୍ରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ ।

ସ୍ୱାତୀ- ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନେ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :